Maoist Encounter in Abujhmad: ଛତିଶଗଡ଼ରେ ଏନ୍କାଉଣ୍ଟର; DRG ଯବାନ ସହିଦ
ଛତିଶଗଡର ନାରାୟଣପୁର ଜିଲ୍ଲା ଅନ୍ତର୍ଗତ ଅବୁଝମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ବେଳେ ମାଓବାଦୀଙ୍କ ଗୁଳିରେ ଗୁରୁତର ହୋଇଥିବା ଜଣେ ଯବାନ ନାରାୟଣପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସହିଦ ହୋଇଛନ୍ତି।