Maoists killed: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମହିଳା ମାଓବାଦୀ

ଛତିଶଗଡର ଅବୁଝମାଡ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ମହିଳା ମାଓବାଦୀ ନିପାତ ହୋଇଛନ୍ତି । ଘଟଣାସ୍ଥଳରୁ ରାଇଫଲ ଓ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି ।

Maoists killed: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମହିଳା ମାଓବାଦୀ
Array