Massive Explosion: ତେଲେଙ୍ଗାନାରେ ଭୟଙ୍କର ବିସ୍ଫୋରଣ,୧୦ ମୃତ

ତେଲେଙ୍ଗାନାର ଏକ କେମିକାଲ ଫ୍ୟାକ୍ଟ୍ରିରେ ବଡ଼ ଅଘଟଣ । କେମିକାଲ ଭର୍ତ୍ତି ଟ୍ୟାଙ୍କର ଫାଟିବାରୁ ୧୦ ମୃତ । ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ । ଉଦ୍ଧାରକାର୍ଯ୍ୟ ଜାରି ।

Massive Explosion: ତେଲେଙ୍ଗାନାରେ ଭୟଙ୍କର ବିସ୍ଫୋରଣ,୧୦ ମୃତ
Array