Master Canteen Square New Name: ବଦଳିବ ମାଷ୍ଟରକ୍ୟାଣ୍ଟିନ ଛକର ନାଁ, କ'ଣ ରହିବ ନୂଆ ନାମ?

ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ନାଁ ପରିବର୍ତ୍ତନ ହେବ । ଏହାସହ ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ବି ପରିବର୍ତ୍ତନ ହେବ । ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

Master Canteen Square New Name: ବଦଳିବ ମାଷ୍ଟରକ୍ୟାଣ୍ଟିନ ଛକର ନାଁ, କ'ଣ ରହିବ ନୂଆ ନାମ?
Array