Matric Exam: ଆଜି ସରିବ ମାଟ୍ରିକ ପରୀକ୍ଷା
ରାଜ୍ୟରେ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଛାତ୍ରଛାତ୍ରୀ। ପେପର୍ ଲିକ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ QR କୋଡ୍ ସହ ସ୍ପେଶାଲ୍ ନମ୍ବର ରହିଛି।