Matric Result: ମେ’ରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ; ଏହି ତାରିଖରୁ ଆରମ୍ଭ ହେବ ଖାତାଦେଖା

ବୋର୍ଡ ସଭାପତି କହିଛନ୍ତି, ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ମେ’ମାସ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ ବାହାରିବ।

Matric Result: ମେ’ରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ; ଏହି ତାରିଖରୁ ଆରମ୍ଭ ହେବ ଖାତାଦେଖା
Array