Matric Student Dies: ଅଧା ରହିଲା ମାଟ୍ରିକ ପରୀକ୍ଷା; କଲମ ଧରିବା ପୂର୍ବରୁ ଟଳିପଡିଲେ ଛାତ୍ର
ଆଜି ସକାଳେ ୨ ଜଣ ଛାତ୍ର ଏକ ବାଇକ୍ରେ ପରୀକ୍ଷା ଦେବାକୁ ଯାଉଥିଲେ। ଚନ୍ଦନପଡ଼ାରେ ନିକଟରେ ବିପରୀତ ଦିଗରୁ ଆସୁଥିବା ପିକଅପ୍ ଭ୍ୟାନ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।