Metro to Start in cuttack: ତ୍ରିଶୁଳିଆ ପରିବର୍ତ୍ତେ କଟକ ଯାଏ ଗଡିବ ମେଟ୍ରୋ, ହାଇଲେବଲ କମିଟିର ସମୀକ୍ଷା ଜାରି

ବାତିଲ ହେବନି ମେଟ୍ରୋ ପ୍ରକଳ୍ପ। ବରଂ DPR ବଦଳିବ ଓ ଏୟାରପୋର୍ଟରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ଯାଏଁ ଦୌଡ଼ିବ ମେଟ୍ରୋ। ଆଜି ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ।

Metro to Start in cuttack: ତ୍ରିଶୁଳିଆ ପରିବର୍ତ୍ତେ କଟକ ଯାଏ ଗଡିବ ମେଟ୍ରୋ, ହାଇଲେବଲ କମିଟିର ସମୀକ୍ଷା ଜାରି
Array