Mid Day Meals: ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ...ଖର୍ଚ୍ଚ ହେବ ୫୭୦.୭୧ କୋଟି ଟଙ୍କା
ଏଣିକି ପିଲାଙ୍କୁ ପୁଷ୍ଟିକର ଲଡୁ ସହ ଅଣ୍ଡା ମିଳିବ । ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ । କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା ।