Migrant Labourers: ମଥାରୁ ହଟୁନି ଦାଦନ କଳଙ୍କ, ଚାରି ଦିନରେ ଶବ ହୋଇ ଫେରିଲେଣି ଦୁଇ ଭେଣ୍ଡିଆ

ଗଲା ଚାରିଦିନରେ ଜିଲ୍ଲାର ଦାଦନ ପ୍ରବଣ ଟିଟିଲାଗଡ଼ ଉପଖଣ୍ଡକୁ ଶବ ହୋଇ ଫେରିଥିବା ଦୁଇ ପରିବାରର ଦାରୁଣ ଦୁର୍ଦ୍ଦଶା ନଦେଖିଲେ ଆପଣ ବିଶ୍ୱାସ କରିବେ ନାହିଁ । ଓଟିଭିର ସ୍ପେଶାଲ୍ ରିପୋର୍ଟ ।

Migrant Labourers: ମଥାରୁ ହଟୁନି ଦାଦନ କଳଙ୍କ, ଚାରି ଦିନରେ ଶବ ହୋଇ ଫେରିଲେଣି ଦୁଇ ଭେଣ୍ଡିଆ
Array