Miguel Uribe Shooting: ଗୁଳିମାଡର ଶିକାର କଲମ୍ବିଆର ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ୍ ଉରିବେ

କଲମ୍ବିଆର ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ୍ ଉରିବେଙ୍କୁ ଗୁଳିମାଡ଼ ପରେ ସଙ୍କଟାପନ୍ନ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁଳିମାଡ଼ କରିଥିବା ଦୁର୍ବୃତ୍ତକୁ ଗିରଫ କରାଯାଇଛି।

Miguel Uribe Shooting: ଗୁଳିମାଡର ଶିକାର କଲମ୍ବିଆର ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ୍ ଉରିବେ
Array