Minor Burnt Case: AIIMSରୁ ଏୟାର ଲିଫ୍ଟ, ବଳଙ୍ଗାରେ ଟେନସନ୍
ନାବାଳିକା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସ ଏୟାରଲିଫ୍ଟ କରାଯାଉଥିବା ବେଳେ ପୁରୀ ବଳଙ୍ଗା ଥାନାରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି। ବଳଙ୍ଗା ଥାନା ବାହାରେ ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଜେଡି ନେତାମାନେ ଥାନାରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ପୋଲିସ୍ ସହ ଧସ୍ତାଧସ୍ତି ସହ ପ୍ରବଳ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି।