Mobile App for Revenue Department Certificates: ଘରେ ବସି ମିଳିବ ରାଜସ୍ବ ବିଭାଗର ପ୍ରମାଣପତ୍ର, ମୋବାଇଲ୍ ଆପରେ ମିଳିବ ୧୮ ପ୍ରକାର ସେବା

ଏଣିକି ଛୋଟ ଛୋଟ କାମ ପାଇଁ ଆଉ ଦୌଡ଼ିବାକୁ ପଡ଼ିବନି ରାଜସ୍ବ ଅଧିକାରୀଙ୍କ ପାଖକୁ। ରାଜସ୍ବ ବିଭାଗର ସବୁ ସେବା ଘରେ ବସି ମୋବାଇଲ୍ ଆପ୍‌ରେ ପାଇପାରିବେ । ଏଥିପାଇଁ ଆପ୍ ପ୍ରସ୍ତୁତ ହୋଇସାରିଛି ।

Mobile App for Revenue Department Certificates: ଘରେ ବସି ମିଳିବ ରାଜସ୍ବ ବିଭାଗର ପ୍ରମାଣପତ୍ର, ମୋବାଇଲ୍ ଆପରେ ମିଳିବ ୧୮ ପ୍ରକାର ସେବା
Array