Morning Schools: କାଲିଠୁ ସକାଳୁଆ ସ୍କୁଲ୍‌, ସାଢ଼େ ୧୦ରେ ସରିବ କ୍ଲାସ୍‌

ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ୍ ହେବ ବୋଲି ଗତକାଲି ସରକାର ସୂଚନା ଦେଇଥିଲେ। ତେବେ ଆସନ୍ତାକାଲିଠୁ ରାଜ୍ୟରେ ତତ୍ କ୍ଷଣାତ ସକାଳୁଆ ସ୍କୁଲ ଲାଗୁ ନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ସଚିବ ।

Morning Schools: କାଲିଠୁ ସକାଳୁଆ ସ୍କୁଲ୍‌, ସାଢ଼େ ୧୦ରେ ସରିବ କ୍ଲାସ୍‌
Array