MP Injured In Parliament: ହସ୍ପିଟାଲ୍ରେ ଚାଲିଛି ପ୍ରତାପ ଷଡଙ୍ଗୀଙ୍କ ଚିକିତ୍ସା, ସଂସଦ ଇତିହାସରେ କଳା ଦିନ
ରାହୁଲ ଗାନ୍ଧି ପ୍ରଥମେ ମୁକେଶ ରାଜପୁତଙ୍କୁ ଧକ୍କା ଦେଇଥିଲେ। ମୁକେଶ ପ୍ରତାପ ଷଡଙ୍ଗୀଙ୍କ ଉପରେ ପଡିଯାଇଥିଲେ। ଏହାପରେ ତାଙ୍କ ମୁଣ୍ଡ ଫାଟିଯାଇଛି। ତାଙ୍କୁ ରାମମନୋହର ଲୋହିଆ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।