MP Pratap Sarangi Injured: ପ୍ରତାପଙ୍କୁ ଠେଲାପେଲା ଘଟଣାକୁ ସବୁଠି ନିନ୍ଦା; ଫୋନ୍‌ କରି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି

RML ହସ୍ପିଟାଲରେ ପ୍ରତାପ ଷଡଙ୍ଗୀଙ୍କୁ ଭେଟିବାକୁ ଅନେକ ନେତା ମନ୍ତ୍ରୀ ପହଞ୍ଚିଛନ୍ତି। ପ୍ରତାପ ଷଡଙ୍ଗୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । ଫୋନ୍ କରି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ। ତେବେ ଏହି ଘଟଣାକୁ ସବୁ ଆଡୁ ନିନ୍ଦା କରାଯାଉଛି।

MP Pratap Sarangi Injured: ପ୍ରତାପଙ୍କୁ ଠେଲାପେଲା ଘଟଣାକୁ ସବୁଠି ନିନ୍ଦା; ଫୋନ୍‌ କରି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି
Array