MP Pratap Sarangi Injured: ସାଂସଦ ପ୍ରତାପ ଷଡଙ୍ଗୀଙ୍କୁ ଠେଲିଦେଲେ ରାହୁଲ୍ ! ତଳେ ପଡ଼ି ଫାଟିଲା ମୁଣ୍ଡ
ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ରାହୁଲ ଗାନ୍ଧୀଙ୍କ ତାଙ୍କୁ ଠେଲି ଦେବା ପରେ ସେ ପଡିଯାଇ ଆହତ ହୋଇଛନ୍ତି ବୋଲି ବାଲେଶ୍ବର ସାଂସଦ କହିଛନ୍ତି । ସେ କହିଛନ୍ତି ଯେ, ମୁଁ ଛିଡା ହୋଇଥିଲି। ରାହୁଲ ଗାନ୍ଧୀ ଜଣେ ସାଂସଦଙ୍କୁ ଠେଲିଦେଲେ ଏବଂ ସେହି ସାଂସଦ ମୋ ଉପରେ ପଡ଼ିଗଲେ। ଏହାପରେ ମୁଁ ପଡ଼ିଗଲି।