Mumbai Indians: ମୁମ୍ବାଇ ଇଣ୍ଡିଆନ୍ସ ନ୍ୟୁୟର୍କରେ ଏମଏଲସି ଟାଇଟଲ୍ ଜିତିଲା, ରେକର୍ଡ କଲା

ମୁମ୍ବାଇ ଇଣ୍ଡିଆନ୍ସ ମାତ୍ର ତିନି ସିଜିନ୍ ମଧ୍ୟରେ ଦ୍ୱିତୀୟ ଚାମ୍ପିଅନସିପ୍ ଟାଇଟଲ୍ ଜିତିଛି। ବିଶ୍ୱ ସ୍ତରରେ ମୁମ୍ବାଇ ଇଣ୍ଡିଆନ୍ସର ଏହା ୧୩ତମ ଟାଇଟଲ୍। ମୁମ୍ବାଇ ଇଣ୍ଡିଆନ୍ସ କେବଳ ୨୦୨୫ରେ ତିନୋଟି ଟ୍ରଫି ଜିତିଛି।

Mumbai Indians: ମୁମ୍ବାଇ ଇଣ୍ଡିଆନ୍ସ ନ୍ୟୁୟର୍କରେ ଏମଏଲସି ଟାଇଟଲ୍ ଜିତିଲା, ରେକର୍ଡ କଲା
Array