Mumbai Rains: ପ୍ରବଳ ବର୍ଷାରେ ଉବୁଟୁବୁ ମୁମ୍ବାଇ, ରାସ୍ତାରେ ଚାଲୁଛି ଆଣ୍ଠୁଏ ଉଚ୍ଚର ପାଣି

ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳ ପାଇଁ ଅରେଞ୍ଜ ଏବଂ ରେଡ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଏମିତିକି କିଛି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିପାରେ ବୋଲି ସତର୍କ କରାଯାଇଛି।

Mumbai Rains: ପ୍ରବଳ ବର୍ଷାରେ ଉବୁଟୁବୁ ମୁମ୍ବାଇ, ରାସ୍ତାରେ ଚାଲୁଛି ଆଣ୍ଠୁଏ ଉଚ୍ଚର ପାଣି
Array