Murder in Balangir: ସାଙ୍ଗ ସାଜିଲା ସଇତାନ, ସାଙ୍ଗକୁ ଠେଙ୍ଗାରେ ପିଟି ପିଟି ମାରିଦେଲା

ସାଙ୍ଗକୁ ଠେଙ୍ଗାରେ ପିଟି ହତ୍ୟାକଲା ସାଙ୍ଗ । ଟଙ୍କା ନେଣଦେଣକୁ ନେଇ ବଚସା ପରେ ସାଙ୍ଗକୁ ହତ୍ୟା । ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ପୁଟୁଳାମହୁଲ ଗାଁରେ ଘଟିଛି ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ।

Murder in Balangir: ସାଙ୍ଗ ସାଜିଲା ସଇତାନ, ସାଙ୍ଗକୁ ଠେଙ୍ଗାରେ ପିଟି ପିଟି ମାରିଦେଲା
Array