Murder in Nayagarh: ଏ କି ବନ୍ଧୁତା ! ସାଙ୍ଗ ଛାତିରେ ଛୁରୀ ଭୁସି ମାରିଲା ସାଙ୍ଗ

ନୟାଗଡ ଜିଲ୍ଲା ଗଣିଆ ଥାନା ପାଣ୍ଡରାସିଂଘା ଗାଁରେ ଜଘନ୍ୟ ହତ୍ୟାକାଣ୍ଡ । ସାଙ୍ଗ ଛାତିରେ ଛୁରୀ ଭୁସି ମାରିଲା ସାଙ୍ଗ । ହତ୍ୟା ପରେ ଅଭିଯୁକ୍ତ ଫେରାର୍ ହୋଇଯାଇଥିବା ବେଳେ ଛାନ୍‌ଭିନ୍‌ ଆରମ୍ଭ କରିଛି ଗଣିଆ ପୋଲିସ ।

Murder in Nayagarh: ଏ କି ବନ୍ଧୁତା ! ସାଙ୍ଗ ଛାତିରେ ଛୁରୀ ଭୁସି ମାରିଲା ସାଙ୍ଗ
Array