Murder: କଟକରେ ଚାଞ୍ଚଲ୍ୟ; ଯୁବକଙ୍କ ଗଳା କାଟି ବୀଭତ୍ସ ହତ୍ୟା

କଟକର ବକ୍ସିବଜାର ସ୍ଥିତ ସିଡିଏ ମାର୍କେଟ୍ କମ୍ପ୍ଲେକ୍ସରେ ଜଣେ ଯୁବକଙ୍କୁ ଗଳା କାଟି ବୀଭତ୍ସ ହତ୍ୟା କରାଯାଇଛି। କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଛାନଭିନ ଆରମ୍ଭ କରିଛି।

Murder: କଟକରେ ଚାଞ୍ଚଲ୍ୟ; ଯୁବକଙ୍କ ଗଳା କାଟି ବୀଭତ୍ସ ହତ୍ୟା
Array