Naba Das Murder: ଖୋଲିବ କି ଗୁମର; ନବ ଦାସଙ୍କ ଘରେ ୨ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌

ନବ ଦାସ ମାମଲାର ସିବିଆଇ ତଦନ୍ତ ପାଇଁ ଲିଖିତ ଆବେଦନ କରିବାକୁ ଚାହୁଁଛନ୍ତି ନବ ଦାସଙ୍କ ପରିବାର । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇ-ମେଲ୍ କରିଛନ୍ତି ନବଙ୍କ ପତ୍ନୀ ମିନତୀ ଦାସ ।

Naba Das Murder: ଖୋଲିବ କି ଗୁମର;  ନବ ଦାସଙ୍କ ଘରେ ୨ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌
Array