Naba Das Murder: ଖୋଲିବ ନବ ଦାସ ହତ୍ୟା ଗୁମର: ହତ୍ୟା ପଛରେ କିଏ ତାହା ଓଡ଼ିଶାବାସୀ ଜାଣିବା ଦରକାର
ଗତ ସରକାର ସମୟରେ ରାଜ୍ୟର ଜଣେ ମନ୍ତ୍ରୀଙ୍କୁ ରାସ୍ତା ଉପରେ ହତ୍ୟା କରାଯାଇଥିଲା। ଏହି ହତ୍ୟା ପଛରେ କିଏ ଓ କାହିଁକି ହତ୍ୟା କରାଯାଇଥିଲା, ଏହା ଓଡ଼ିଶାର ଜନସାଧାରଣ ଜାଣିବା ଉଚିତ ବୋଲି ହରିଚନ୍ଦନ କହିଛନ୍ତି। ଅନ୍ୟ ପକ୍ଷରେ କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ରାଜ୍ୟ ସରକାରଙ୍କ ସମ୍ପୂର୍ଣ୍ଣ ବିଶ୍ବାସ ରହିଛି ବୋଲି ହରିଚନ୍ଦନ କହିଛନ୍ତି।