Naba Das Murder: ନବ ଦାସ ହତ୍ୟାକାଣ୍ଡ ପଛରେ କିଏ, ସାନି ତଦନ୍ତ ପ୍ରକ୍ରିୟା ଆରମ୍ଭ କଲେ ସରକାର
ନବ ଦାସ ମର୍ଡର ଫାଇଲ୍ ଖୋଲିଲେ ମୋହନ ସରକାର। ପଦାକୁ ଆସିବ ଷଡ଼ଯନ୍ତ୍ର ଥିଓରି! ପୁଣି ଘାଣ୍ଟିବ କ୍ରାଇମବ୍ରାଞ୍ଚ। ଫସିବେ ମର୍ଡର ପଛରେ ଥିବା ବଡ଼ବଡ଼ିଆ! ଆଜିଠୁ ଆରମ୍ଭ ହୋଇଛି ପ୍ରକ୍ରିୟା। ପୁଣି ଥରେ ନବଙ୍କ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ।