Nabajoubana Darshan: ଅଣସର ପରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ; ଭାବର ଠାକୁରଙ୍କୁ ଦର୍ଶନ କରି ଭାବବିହ୍ୱଳ ଭକ୍ତ
ଆସନ୍ତାକାଲି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତା’ ପୂର୍ବରୁ ଆଜି ଶ୍ରୀଜିଉଙ୍କ ପବିତ୍ର ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ। ୧୫ ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ।