Naveen-Pandian Targeted: ମୁଖ୍ୟ ପରାମର୍ଶଦାତାଙ୍କ ଦ୍ବାରା ନବୀନ ଏବେ ଗୃହବନ୍ଦୀ, ନବୀନ-ପାଣ୍ଡିଆନ୍ ଯୋଡ଼ିଙ୍କୁ ଟାର୍ଗେଟ୍

ରାଜ୍ୟସଭା 'ବିବେକ ଖେଳ'କୁ ନେଇ ବଳଶାଳୀ ହେବାରେ ଲାଗିଛି ବିଜେଡି ଝଡ଼। କାଲି ଦେବାଶିଷଙ୍କ ପରେ ଆଜି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଓ ବରିଷ୍ଠ ନେତା ଭୂପିନ୍ଦିର ସିଂ ବି ନବୀନ-ପାଣ୍ଡିଆନ୍ ଯୋଡ଼ିକୁ ଜୋରଦାର ନିଶାନା କରିଛନ୍ତି।

Naveen-Pandian Targeted: ମୁଖ୍ୟ ପରାମର୍ଶଦାତାଙ୍କ ଦ୍ବାରା ନବୀନ ଏବେ ଗୃହବନ୍ଦୀ, ନବୀନ-ପାଣ୍ଡିଆନ୍ ଯୋଡ଼ିଙ୍କୁ ଟାର୍ଗେଟ୍
Array