Naveen Patnaik Target BJP: ବିଜେପି ସରକାର ଉପରେ ବର୍ଷିଲେ ନବୀନ; କହିଲେ. ‘ବିଜୁଙ୍କ ନାଁ କୁ କାଟିବାକୁ ବିଜେପି ଅପଚେଷ୍ଟା କରୁଛି’

ବିଜୁ ଜୟନ୍ତୀରେ ମୁହଁ ଖୋଲିଲେ ନବୀନ। ଶଙ୍ଖ ଭବନରେ ବିଜେପି ସରକାର ଉପରେ ବର୍ଷିଲେ। ବିଜୁ ଜୟନ୍ତୀରେ ପଞ୍ଚାୟତିରାଜ ଦିବସ ପାଳନ ନକରିବା ନିଷ୍ପତ୍ତିକୁ କଲେ କଡା ସମାଲୋଚନା।

Naveen Patnaik Target BJP: ବିଜେପି ସରକାର ଉପରେ ବର୍ଷିଲେ ନବୀନ; କହିଲେ. ‘ବିଜୁଙ୍କ ନାଁ କୁ କାଟିବାକୁ ବିଜେପି ଅପଚେଷ୍ଟା କରୁଛି’
Array