Naveen Patnaik: କ୍ଷେତ ମୁହାଁ ନବୀନ; ଗଞ୍ଜାମ ଗସ୍ତରେ ଯାଇ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଲେ
ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଯାଇ ଚାଷୀଙ୍କୁ ଭେଟି ଫେରିଛନ୍ତି। ଏହାର ଠିକ୍ ପରଦିନ ନବୀନଙ୍କ ଗସ୍ତକୁ ନେଇ ଏବେ ରାଜନୀତି ବି ତେଜିଛି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ନବୀବଙ୍କ ଗସ୍ତକୁ ସମାଲୋଚନା କରିଛନ୍ତି।