Naveen Patnaik: ଚିକିତ୍ସା ପାଇଁ ମୁମ୍ବାଇ ହସ୍ପିଟାଲ ଯିବେ ନବୀନ

ନବୀନ ପଟ୍ଟନାୟକ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ପୀଡିତ ଅଛନ୍ତି । ଚିକିତ୍ସା ପାଇଁ ସେ ଆସନ୍ତା ୨୨ ତାରିଖରେ ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲକୁ ଯିବେ ।

Naveen Patnaik: ଚିକିତ୍ସା ପାଇଁ ମୁମ୍ବାଇ ହସ୍ପିଟାଲ ଯିବେ ନବୀନ
Array