Naveen Patnaik: ନବୀନଙ୍କ ସ୍ୱାସ୍ଥ୍ୟକୁ ନେଇ ବଡ ସୂଚନା ଦେଲେ ଡାକ୍ତର ରମାକାନ୍ତ ପଣ୍ଡା

ମୁମ୍ବାଇର କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ ହୋଇଛି । ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି ।

Naveen Patnaik: ନବୀନଙ୍କ ସ୍ୱାସ୍ଥ୍ୟକୁ ନେଇ ବଡ ସୂଚନା ଦେଲେ ଡାକ୍ତର ରମାକାନ୍ତ ପଣ୍ଡା
Array