Naveen Patnaik: ସାଙ୍ଗ ହୋଇ ଫେରିଲେ ନବୀନ ଓ ପାଣ୍ଡିଆନ୍, ଯାଇଥିଲେ ରାଜ୍ୟ ବାହାରକୁ

ନବୀନ ଓ ପାଣ୍ଡିଆନ ଭୁବନେଶ୍ବର ବିମାନ ବନ୍ଦରରେ ଥିବାର ଏକ ଭିଡିଓ ସାମ୍ନାକୁ ଆସିଛି । ଦୁହେଁ ଏକାଠି ବିମାନରେ ଭୁବନେଶ୍ବର ଫେରିଥିବା ସୂଚନା ମିଳିଛି। ଗତକାଲି କୋଏମ୍ବାଟୁର ଏୟାରପୋର୍ଟରେ ଏହି ଦୁଇଜଣଙ୍କୁ ଦେଖିବାକୁ ମିଳିଥିଲା ।

Naveen Patnaik: ସାଙ୍ଗ ହୋଇ ଫେରିଲେ ନବୀନ ଓ ପାଣ୍ଡିଆନ୍, ଯାଇଥିଲେ ରାଜ୍ୟ ବାହାରକୁ
Array