Naveen Under Fire: ମହିଳାଙ୍କ ପାଇଁ କାହିଁକି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ନବୀନ ?

କାହିଁକି ନବୀନଙ୍କ ଛାତି ଫାଟି ପଡ଼ୁଛି ? ରାଜରାସ୍ତାରେ ହଜାର ହଜାର ମହିଳାଙ୍କୁ କାହିଁକି ବସାଇଛନ୍ତି ? ରାଜ୍ୟରେ ୨୪ ବର୍ଷର ସରକାରୀ ଶାସନ କରିବା ପରେ ଗଣମାଧ୍ୟମ ଆଗରେ ନବୀନଙ୍କ ବିବୃତି ପରେ ବିଜେପି ରଖିଛି କଡ଼ା ଆଭିମୁଖ୍ୟ ।

Naveen Under Fire: ମହିଳାଙ୍କ ପାଇଁ କାହିଁକି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ନବୀନ ?
Array