Navy Day 2024: ମହୋଦଧିରେ ମହାପରାକ୍ରମ; ବେଳାଭୂମିରେ ଯୁଦ୍ଧଭୂମିର ଭ୍ରମ...

ନୌସେନା ଦିବସରେ ଓଡ଼ିଶାରେ ଲେଖାହେଲା ଉତ୍ସବର ନୂଆ ଇତିହାସ। ରାଷ୍ଟ୍ରପତିଙ୍କ ସାମ୍ନାରେ ୧୫ ଯୁଦ୍ଧ ଜାହାଜ, ୩୭ ଏୟାରକ୍ରାଫ୍ଟ  ଓ ୩୫ଶହରୁ ଊର୍ଦ୍ଧ୍ବ ନୌବୀରଙ୍କ ଦୁର୍ଦ୍ଧର୍ଷ ରଣକୌଶଳ ଦେଖି ତାଜୁବ ଦୁନିଆ।

Navy Day 2024: ମହୋଦଧିରେ ମହାପରାକ୍ରମ; ବେଳାଭୂମିରେ ଯୁଦ୍ଧଭୂମିର ଭ୍ରମ...
Array