Naxal Operations: ବଡ଼ ଏନକାଉଣ୍ଟର, ୨୨ ମାଓବାଦୀ ସଫା
ଛତିଶଗଡ଼ର ବିଜାପୁର-ଦନ୍ତେୱାଡ଼ା ସୀମା ଗାଙ୍ଗାଲୁର ଥାନା ଅଞ୍ଚଳରେ ୧୮ ନକ୍ସଲ ନିପାତ ହୋଇଥିବା ବେଳେ କାଙ୍କେରଠାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଆଉ ୪ ନକ୍ସଲ ନିହତ ହୋଇଛନ୍ତି। ୧୮ ଜଣ ନକ୍ସଲଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଆହୁରି ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।