Nepali Student Death At KIIT: କିଟ୍‌ରେ ପୁଣି ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ନେପାଳ ବୀରଗଞ୍ଜର ଛାତ୍ରୀ ପ୍ରୀଶା ଶାହା କିଟ୍ ବିଶ୍ବବିଦ୍ୟାଳୟରେ ବିଟେକ୍ ପ୍ରଥମ ବର୍ଷ ଛାତ୍ରୀ ଥିଲେ । ସନ୍ଧ୍ୟା ପ୍ରାୟ ୭ଟା ବେଳେ ହଷ୍ଟେଲ ରୁମରୁ ମୃତଦେହ ଉଦ୍ଧାର ହୋଇଥିବା ନେଇ ସୂଚନା ମିଳିଛି । ଘଟଣାସ୍ଥଳରେ ଇନ୍ ଫୋସିଟି ଥାନା ପୋଲିସର ତଦନ୍ତ ଜାରି ରଖିଛି ।

Nepali Student Death At KIIT: କିଟ୍‌ରେ ପୁଣି ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
Array