Nepali Student's Death in KIIT: କିଟ୍ କାଣ୍ଡ; ନେପାଳ ବୈଦେଶିକ ମନ୍ତ୍ରୀ କହିଲେ, କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ
ନେପାଳ ବୈଦେଶିକ ମନ୍ତ୍ରୀ ନିଜ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ଯେ, ଏହି ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। କାହିଁକି ଛାତ୍ରୀ ଜଣଙ୍କର ମୃତ୍ୟୁ ଘଟିଲା, ତାର ସତ୍ୟାସତ୍ୟ ଯାଞ୍ଚ କରାଯାଉ।'