New Block in Odisha: ଘର ଦୁଆରେ ପ୍ରଶାସନକୁ ପହଞ୍ଚାଇବାକୁ ବଡ଼ ଯୋଜନା; ରାଜ୍ୟରେ ବିଭାଜନ ହେବ ବ୍ଲକ୍, ବଢିବ ପଞ୍ଚାୟତ
ବ୍ଲକ୍ ବଢାଇବାକୁ ଯୋଜନା, କିନ୍ତୁ କେମିତି କରିବେ ବିଭାଜନ ? କ‘ଣ ରହିବ ଆଧାର ? କାରଣ ଶେଷ ହୋଇନି ଜନ ଗଣନା । ତେଣୁ କେଉଁ ଆଧାରରେ ସରକାର ନୂଆ ବ୍ଲକ ଘୋଷଣା କରିବେ ତାକୁ ନେଇ ବଢିଛି ଦ୍ୱନ୍ଦ୍ବ ।