New EV Policies: ସରକାର ଆଣିବେ ଇଭି ପଲିସି, ସରକାରୀ ବାସଭବନରେ ସୋଲାର ପ୍ୟାନେଲ ବାଧ୍ୟତାମୂଳକ
ଗ୍ରୀନ ଏନର୍ଜି ବା ନବୀକରଣ ଯୋଗ୍ୟ ଶକ୍ତିର ବ୍ୟବହାର ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ବ୍ୟବସ୍ଥା ଗ୍ରହଣ କରାଯିବ। ବୈଦ୍ୟୁତିକ ଯାନ ବା ଇଭିର ବ୍ୟବହାର ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ପଲିସି ପ୍ରଣୟନ କରାଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୂଚନା ଦେଇଛନ୍ତି।