New Regulations in Educational Institutions: ରାଜ୍ୟ କ୍ୟାବିନେଟର ନୂଆ ନିଷ୍ପତ୍ତି, ଶିକ୍ଷାନୁଷ୍ଠାନରେ ଲାଗୁ ହେବ ନୂଆ ସଂରକ୍ଷଣ
ବୁଧବାର ରାଜ୍ୟ କ୍ୟାବିନେଟରେ ୬ ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୬ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ବାଜିଛି । କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି।