NIACL Assistant Recruitment 2024: NIACL ରେ ପୂରଣ ହେବ ୫୦୦ ପଦବୀ; ଦରମା ୬୨ ହଜାର ପରେ
ନ୍ୟୁ ଇଣ୍ଡିଆ ଆସୁରାନ୍ସ କମ୍ପାନୀ ଲିମିଟେଡ୍(NIACL)ଆଣିଛି ଚାକିରିର ସୁବର୍ଣ୍ଣ ସୁଯୋଗ। ଏହି ନିଯୁକ୍ତି ମାଧ୍ୟମରେ NIACL ରେ ଆସିଷ୍ଟାଣ୍ଟ୍ ପଦବୀ ପୂରଣ ହେବ। ଏନେଇ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ।