Nigerian Arrested: ‘ସେକ୍ସଟର୍ସନ’ ଅଭିଯୋଗରେ ନାଇଜେରିଆ ନାଗରିକ ଗିରଫ, ଦିଲ୍ଲୀରୁ ଗିରଫ କଲା କମିଶନରେଟ୍ ପୋଲିସ

କଟକର ଜଣେ ବ୍ୟକ୍ତିଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ କରିବା ସହ ବ୍ଲାକମେଲ୍‌ କରି ଟଙ୍କା ମାଗୁଥିଲା । ଲକ୍ଷାଧିକ ଟଙ୍କା ନେବାପରେ ମଧ୍ୟ ବିଦେଶୀ ନାଗରିକ ଜଣକ ଆହୁରି ଟଙ୍କା ମାଗିଥିଲା ।

Nigerian Arrested: ‘ସେକ୍ସଟର୍ସନ’ ଅଭିଯୋଗରେ ନାଇଜେରିଆ ନାଗରିକ ଗିରଫ, ଦିଲ୍ଲୀରୁ ଗିରଫ କଲା କମିଶନରେଟ୍ ପୋଲିସ
Array