Nikunja Bihari Dhal New Appointment: କେନ୍ଦ୍ରୀୟ ଡେପୁଟେସନରେ ଯିବେ IAS ନିକୁଞ୍ଜ ଧଳ; ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି

୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ନିକୁଞ୍ଜ ଧଳ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାମ କରୁଛନ୍ତି । ତେବେ କେନ୍ଦ୍ରରେ ତାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତି ମିଳିଛି । 

Nikunja Bihari Dhal New Appointment: କେନ୍ଦ୍ରୀୟ ଡେପୁଟେସନରେ ଯିବେ IAS ନିକୁଞ୍ଜ ଧଳ; ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି
Array