Niranjan Patnaik: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ୍‌

ଆଜି ସକାଳ ୭ଟାରୁ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ପକ୍ଷରୁ ରେଡ୍‌ କରାଯାଉଛି । ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ ।

Niranjan Patnaik: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ୍‌
Array