Nityananda Gond on School Colour: ‘ସ୍କୁଲ୍ ରଙ୍ଗ ନୁହେଁ, ବିଜେଡି ରଙ୍ଗ ବଦଳାଇଛୁ’: ଗଣଶିକ୍ଷା ମନ୍ତ୍ରୀ
ଯାହା ପୂର୍ବରୁ ଥିଲା ସେହି ରଙ୍ଗ ଦିଆଯାଇଛି । ବିଜେଡି ସରକାର ଅଂହକାରୀ ସରକାର । ସବୁଠି ରଙ୍ଗ ବଦଳାଇଥିଲେ। ଯେଉଁଠି ଯେଉଁଠି ବିଜେଡିକରଣ କରାଯାଇଥିଲା, ସେଠି ବଦଳାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।