No Injection: ଘରୋଇ ଔଷଧ ଦୋକାନରେ ଫୋଡ଼ାଯାଇ ପାରିବନି ଇଞ୍ଜେକ୍ସନ

ଔଷଧ ଦୋକାନରେ ରୋଗୀଙ୍କୁ ଇଞ୍ଜେକ୍ସନ ଫୋଡ଼ିବା ମନା। ଧରାପଡ଼ିଲେ ଦୋକାନୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଏହି ମର୍ମରେ ସବୁ ସିଡିଏମ୍ଓଙ୍କୁ ଚିଠି ଲେଖିଛି ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ। ତେବେ କାହିଁକି ଏଭଳି ନିଷ୍ପତ୍ତି ନେଇଛି ସ୍ବାସ୍ଥ୍ୟ ବିଭାଗ।

No Injection: ଘରୋଇ ଔଷଧ ଦୋକାନରେ ଫୋଡ଼ାଯାଇ ପାରିବନି ଇଞ୍ଜେକ୍ସନ
Array