Nostradamus Predictions: ୨୦୨୫ ପାଇଁ ନୋଷ୍ଟ୍ରାଦମସ୍ଙ୍କ ଭବିଷ୍ୟବାଣୀ...ପୃଥିବୀ ସହ ମାଡ଼ ହେବ ବିରାଟକାୟ ଆଷ୍ଟ୍ରଏଡ୍
ନୂଆ ବର୍ଷକୁ ସ୍ୱାଗତ କରିବା ପାଇଁ ଅନେକ ଆଶା ଓ ଉନ୍ମାଦନା ଭିତରେ ୨୦୨୫କୁ ନେଇ ଭୟଙ୍କର ଭବିଷ୍ୟତବାଣୀ କରିଛନ୍ତି ଭବିଷ୍ୟବକ୍ତା ନୋଷ୍ଟ୍ରାଦମସ୍ । ଜ୍ୟୋତିଷ ତଥା ଚିକିତ୍ସକ ମିସେଲ ଡି ନୋଷ୍ଟ୍ରାଦମସ୍ ଆଡଲଫ୍ ହିଟଲରର ଉଦୟ, ଜଳବାୟୁ ପରିବର୍ତ୍ତନ, କ୍ରାନ୍ତି, ଯୁଦ୍ଧ, ଆମେରିକାର ୯/୧୧ ଆକ୍ରମଣ ଏବଂ କରୋନା ମହାମାରୀ ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କରେ ଭବିଷ୍ୟବାଣୀ କରିଥିଲେ, ଯାହା ସତ୍ୟ ପ୍ରମାଣିତ ହୋଇଛି ।