Nri Quota Scam: କିମ୍ସ, ହାଇଟେକ୍ ଓ ସମରେ EDର ମାରାଥନ୍ ରେଡ୍, ମେଡିକାଲ୍ ଆଡମିଶନରେ NRI କୋଟା ସ୍କାମ୍
କୋଲକାତା ଇଡିର 8ଟି ଟିମ୍ ରାଉରକେଲା ସହ ଭୁବନେଶ୍ବର ହାଇଟେକ୍ ହସ୍ପିଟାଲ୍ ଓ ଭୁବନେଶ୍ବରେ କିମ୍ସ ଓ ସମ୍ ହସ୍ପିଟାଲରେ ଏହି ଯାଞ୍ଚ କରୁଛି। ପୂର୍ବରୁ ଏଭଳି କେଳେଙ୍କାରୀରେ ପଶ୍ଚିମବଙ୍ଗର ପୂର୍ବତନ ଶିକ୍ଷାମନ୍ତ୍ରୀ ଗିରଫ ହୋଇଥିଲା ବେଳେ ଓଡ଼ିଶାରେ ଇଡିର ଏ ରେଡ୍ ଚର୍ଚ୍ଚା ସୃଷ୍ଟି କରିଛି।