OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ଅନ୍ୟତ୍ର ବଦଳି

କନକ ବ୍ୟୁରୋ : OAS ସ୍ତରରେ ବଡ଼ ଧରଣର ଅଦଳବଦଳ । ୨୯ ଜଣ ଓଏଏସଙ୍କୁ ଅନ୍ୟତ୍ର ବଦଳି କରାଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜସ୍ୱ ବିଭାଗରେ OAS ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । କିଛି ତହସିଲଦାରଙ୍କ ସହ ମୋଟ ୨୯ ଓଏଏସ୍‌ ଅଫିସରଙ୍କ ବଦଳି ହୋଇଛି । The post OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ଅନ୍ୟତ୍ର ବଦଳି first appeared on Kanak News.

OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ଅନ୍ୟତ୍ର ବଦଳି

କନକ ବ୍ୟୁରୋ : OAS ସ୍ତରରେ ବଡ଼ ଧରଣର ଅଦଳବଦଳ । ୨୯ ଜଣ ଓଏଏସଙ୍କୁ ଅନ୍ୟତ୍ର ବଦଳି କରାଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜସ୍ୱ ବିଭାଗରେ OAS ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । କିଛି ତହସିଲଦାରଙ୍କ ସହ ମୋଟ ୨୯ ଓଏଏସ୍‌ ଅଫିସରଙ୍କ ବଦଳି ହୋଇଛି ।

The post OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ଅନ୍ୟତ୍ର ବଦଳି first appeared on Kanak News.