Odia Jatra Dispute:ନୂଆ ମୋଡରେ ଯାତ୍ରା ବିବାଦ, କଳାକାର ଦି'ଭାଗ

ରାଜଧାନୀ ଅପେରାର କଳାକାର ମନୋଜ ବରାଳ ଓ କଳାକାର ସଂଘର ଉପଦେଷ୍ଟା ବାପି ପଣ୍ଡାଙ୍କ ମଧ୍ୟରେ କଥା କଟାକଟି ହୋଇଛି। ବିଭିନ୍ନ ପ୍ରସଙ୍ଗ ଉଠାଇ କଥା କଟାକଟି ହୋଇଛନ୍ତି ଉଭୟ । 

Odia Jatra Dispute:ନୂଆ ମୋଡରେ ଯାତ୍ରା ବିବାଦ, କଳାକାର ଦି'ଭାଗ
Array